ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା: ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇବେ ହିତାଧିକାରୀ
ଭୁବନେଶ୍ଵର: ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା। ମହିଳାଙ୍କୁ ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପଞ୍ଚମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଟଙ୍କା ପାଇବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମହିଳା ଦିବସ ଅବସରରେ ମଧ୍ୟ ଦ୍ୱିତୀୟ କିସ୍ତି ମିଳିବାକୁ ଯାଉଛି। ପ୍ରତିଶ୍ରୁତି ପୂରଣ ହେଉଛି। ମହିଳାଙ୍କ ସୁବିଧା ପାଇଁ ୫ମ ପର୍ଯ୍ୟାୟ ସୁଭଦ୍ରା ଯୋଜନା ସହାୟତା ମିଳିବାକୁ ଯାଉଛି। ଚଳିତ ମାର୍ଚ୍ଚ ୬ ତାରିଖରେ ୧ମ […]

ଭୁବନେଶ୍ଵର: ମାର୍ଚ୍ଚ ୬ରେ ମିଳିବ ସୁଭଦ୍ରା ଟଙ୍କା। ମହିଳାଙ୍କୁ ମିଳିବ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପଞ୍ଚମ କିସ୍ତିରେ ୧ ଲକ୍ଷ ୭୦ ହଜାର ମହିଳା ଟଙ୍କା ପାଇବେ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ମହିଳା ଦିବସ ଅବସରରେ ମଧ୍ୟ ଦ୍ୱିତୀୟ କିସ୍ତି ମିଳିବାକୁ ଯାଉଛି।
ପ୍ରତିଶ୍ରୁତି ପୂରଣ ହେଉଛି। ମହିଳାଙ୍କ ସୁବିଧା ପାଇଁ ୫ମ ପର୍ଯ୍ୟାୟ ସୁଭଦ୍ରା ଯୋଜନା ସହାୟତା ମିଳିବାକୁ ଯାଉଛି। ଚଳିତ ମାର୍ଚ୍ଚ ୬ ତାରିଖରେ ୧ମ କିସ୍ତି ଏବଂ ମାର୍ଚ୍ଚ ୮ ତାରିଖ (ଅନ୍ତର୍ଜାତୀୟ ମହିଳା ଦିବସ) ରେ ୨ୟ କିସ୍ତି ପ୍ରଦାନ କରାଯିବ। ଏହାଦ୍ୱାରା ୧କୋଟିରୁ ଅଧିକ ହିତାଧିକାରୀ ଉପକୃତ ହେବେ ବୋଲି ଜଣାପଡିଛି।