ମାଲକାନଗିରିରେ ଓଡିଶା ବନ୍ଦର ପ୍ରଭାବ

ମାଲକାନଗିରି: ବାଲେଶ୍ବର ଫକୀର ମୋହନ କଲେଜର ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆଜି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି। ଯାହାର ପ୍ରଭାବ ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି। ସକାଳ ୬ଟାରୁ କଂଗ୍ରେସ କର୍ମୀମାନେ ଜିଲ୍ଲାର ବିଭିନ୍ନ ଛକରେ ବ୍ୟାନର ଲଗାଇ ରାସ୍ତା ଅବରୋଧ କରିବା ସହ ସରକାରଙ୍କ ବିରୁଦ୍ଧରେ ନାରାବାଜି କରୁଛନ୍ତି। କଂଗ୍ରେସର ବନ୍ଦ ପାଳନ ଯୋଗୁଁ ମାଲକାନଗିରି ଜିଲ୍ଲାର ସମସ୍ତ ସ୍ଥାନରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ମଧ୍ୟ […]

ମାଲକାନଗିରିରେ ଓଡିଶା ବନ୍ଦର ପ୍ରଭାବ

ମାଲକାନଗିରି: ବାଲେଶ୍ବର ଫକୀର ମୋହନ କଲେଜର ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ଆଜି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି। ଯାହାର ପ୍ରଭାବ ମାଲକାନଗିରି ଜିଲ୍ଲାରେ ଦେଖିବାକୁ ମିଳିଛି। ସକାଳ ୬ଟାରୁ କଂଗ୍ରେସ କର୍ମୀମାନେ ଜିଲ୍ଲାର ବିଭିନ୍ନ ଛକରେ ବ୍ୟାନର ଲଗାଇ ରାସ୍ତା ଅବରୋଧ କରିବା ସହ ସରକାରଙ୍କ ବିରୁଦ୍ଧରେ ନାରାବାଜି କରୁଛନ୍ତି। କଂଗ୍ରେସର ବନ୍ଦ ପାଳନ ଯୋଗୁଁ ମାଲକାନଗିରି ଜିଲ୍ଲାର ସମସ୍ତ ସ୍ଥାନରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଯାନବାହାନ ଚଳାଚଳ ମଧ୍ୟ ସଂପୂର୍ଣ୍ଣ ଭାବେ ବନ୍ଦ ରହିଛି। ସ୍କୁଲ କଲେଜକୁ ମଧ୍ୟ ଆଜି ଛୁଟି ଘୋଷଣା କରାଯାଇଛି। ଆନ୍ଦୋଳନକାରୀ କଂଗ୍ରେସ କର୍ମୀ ମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି।

ବାସ୍‌ ୨୩ ଜୁଲାଇକୁ ଅପେକ୍ଷା ; ୧୦୦ ବର୍ଷ ପରେ ଗଜକେସରୀ ଯୋଗ, ଏହି ରାଶିଙ୍କୁ କୋଟିପତି କରିବେ ଶିବଶଙ୍କର, କିଣିବେ ଘର,ଜମି, ମିଳିବ ବଡ ସଫଳତା..