ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ
ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପକ୍ଷରୁ ଆକର୍ଷଣୀୟ ଅଫରଗୁଡିକ ସମ୍ପର୍କରେ ଘୋଷଣା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପ୍ରତି ସୁନା ଓ ହୀର ଗହଣା କ୍ରୟ ଉପରେ ଆକର୍ଷଣୀୟ ଅଫର ସାଙ୍ଗକୁ […] The post ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ appeared first on Dharitri Odia News.
ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ ଆଉଟ୍ଲେଟ୍ ପରିସରରେ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପକ୍ଷରୁ ଆକର୍ଷଣୀୟ ଅଫରଗୁଡିକ ସମ୍ପର୍କରେ ଘୋଷଣା କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପ୍ରତି ସୁନା ଓ ହୀର ଗହଣା କ୍ରୟ ଉପରେ ଆକର୍ଷଣୀୟ ଅଫର ସାଙ୍ଗକୁ ସୁନାଗହଣାର ମେକିଂ ଚାର୍ଜ ଉପରେ ୨୫% ପର୍ଯ୍ୟନ୍ତ ଏବଂ ହୀରା ଗହଣା (ପ୍ରେସିଆ ଓ ଏରା ଷ୍ଟଟଡ ଅଳଙ୍କାର)ର କ୍ରୟ ଉପରେ ଫ୍ଲାଟ୍ ୨୫%ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ସେହିଭଳି ହୀରା ଗହଣାର କ୍ରୟ ମୂଲ୍ୟ ଉପରେ ୨୫% ପର୍ଯ୍ୟନ୍ତର ଅଫର ଦିଆଯାଉଛି। ଏହି ଅଫର ୨୦୨୪ ମେ ୧୨ ପର୍ଯ୍ୟନ୍ତ ଉପଲବ୍ଧ। ଏ ନେଇ ମାଲାବାରର ବାଣିଜ୍ୟ ଅଧିକାରୀ ସିଦ୍ଧେଶ୍ୱର ରଥ ଅକ୍ଷୟ ତୃତୀୟା କଲେକ୍ସନ ଓ ଅଫର ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ ସହ ଚଳିତ ଅକ୍ଷୟ ତୃତୀୟା ଉପଲକ୍ଷେ ମାଲାବାର ପକ୍ଷରୁ ଦିଆଯାଉଥିବା ସୁବିଧା ଓ ସ୍ବତନ୍ତ୍ର ବ୍ୟବସ୍ଥା ବିଷୟରେ ମତବ୍ୟକ୍ତ କରିଥିଲେ।
The post ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ appeared first on Dharitri Odia News.