ମାଷ୍ଟରକ୍ୟାଣ୍ଟିନ ଛକରେ ଧକ୍କା ଦେଲା ମୋ ବସ୍, ୨ ଯୁବକ ଗୁରୁତର
ଭୁବନେଶ୍ୱର,୨୫।୨: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍। ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ୍ ଧକ୍କା ଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ୨ ଜଣ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। The post ମାଷ୍ଟରକ୍ୟାଣ୍ଟିନ ଛକରେ ଧକ୍କା ଦେଲା ମୋ ବସ୍, ୨ ଯୁବକ ଗୁରୁତର appeared first on Dharitri Odia News.
ଭୁବନେଶ୍ୱର,୨୫।୨: ପୁଣି ଦୁର୍ଘଟଣା ଘଟାଇଲା ମୋ ବସ୍। ମଙ୍ଗଳବାର ମାଷ୍ଟରକ୍ୟାଣ୍ଟିନ ଛକରେ ୨ଜଣ ଯୁବକଙ୍କୁ ମୋ ବସ୍ ଧକ୍କା ଦେଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ୨ ଜଣ ଯୁବକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
The post ମାଷ୍ଟରକ୍ୟାଣ୍ଟିନ ଛକରେ ଧକ୍କା ଦେଲା ମୋ ବସ୍, ୨ ଯୁବକ ଗୁରୁତର appeared first on Dharitri Odia News.