ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ
ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ ଜେନାଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ। ସୂଚନା ଯୋଗ୍ୟ, ସୋମବାର ଅଙ୍କିତ ଶୋଭାଯାତ୍ରାରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସିଥିଲେ। ହେଲେ ଶୁଭମୁହୁର୍ତ୍ତ ଗଡି ଯିବାରୁ ନାମାଙ୍କନ ନ ଭରି ଫେରିଯାଇଥିଲେ। ମଙ୍ଗଳବାର ପୁଣି ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି । ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ପ୍ରତାପ […] The post ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ appeared first on Dharitri Odia News.
ଭୁବନେଶ୍ୱର,୧୪।୫: ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ମଙ୍ଗଳବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ପ୍ରାର୍ଥୀପତ୍ର ଦାଖଲ ବେଳେ ବାପା ପ୍ରତାପ ଜେନାଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।
ସୂଚନା ଯୋଗ୍ୟ, ସୋମବାର ଅଙ୍କିତ ଶୋଭାଯାତ୍ରାରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଆସିଥିଲେ। ହେଲେ ଶୁଭମୁହୁର୍ତ୍ତ ଗଡି ଯିବାରୁ ନାମାଙ୍କନ ନ ଭରି ଫେରିଯାଇଥିଲେ। ମଙ୍ଗଳବାର ପୁଣି ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଛନ୍ତି । ମାହାଙ୍ଗା ବିଧାନସଭା ଆସନରୁ ବିଜେଡି ପ୍ରତାପ ଜେନାଙ୍କ ବଦଳରେ ତାଙ୍କର ପୁଅ ଅଙ୍କିତଙ୍କୁ ଟିକେଟ ଦେଇ ଭାରସା କରିଛି।
The post ମାହାଙ୍ଗା ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କଲେ ଅଙ୍କିତ appeared first on Dharitri Odia News.