ମାହାଙ୍ଗାରେ ବୈଜୟନ୍ତଙ୍କ ବିଶାଳ ରୋଡ଼ ଶୋ’

ଏହି ରାଲିରେ ମାହାଙ୍ଗାର ବିଜେପି ବିଧାୟକ ପ୍ରାର୍ଥୀ ସୁମନ୍ତ ଘଡେଇଙ୍କ ସହ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।

ମାହାଙ୍ଗାରେ ବୈଜୟନ୍ତଙ୍କ ବିଶାଳ ରୋଡ଼ ଶୋ’

କେନ୍ଦ୍ରାପଡ଼ା ଜିଲ୍ଲା ମାହାଙ୍ଗାରେ ବିଜେପିର ବିଶାଳ ରୋଡ୍ ଶୋ। ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ାର ବିଜେପି ସାସଂଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଚାଲିଛି ଜୋରଦାର ପ୍ରଚାର। ଏହି ରାଲିରେ ମାହାଙ୍ଗାର ବିଜେପି ବିଧାୟକ ପ୍ରାର୍ଥୀ ସୁମନ୍ତ ଘଡେଇଙ୍କ ସହ ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ସାମିଲ ହୋଇଛନ୍ତି।