ମିଜୋରାମରେ ଦୁର୍ଘଟଣାର ସମ୍ମୁଖୀନ ହେଲା ମ୍ୟାନ୍ମାର ସେନା ବିମାନ, ୬ ଆହତ
ଆଇଜଲ,୨୩।୧: ମଙ୍ଗଳବାର ସକାଳେ ମିଜୋରାମରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମ୍ୟାନ୍ମାର ସୈନ୍ୟ ବିମାନ ଏଠାରେ ଥିବା ଲେଙ୍ଗପୁଇ ବିମାନବନ୍ଦରରେ ରନୱେରୁ ଖସିଯାଇଛି। ବିମାନରେ ପାଇଲଟଙ୍କ ସମେତ ବିମାନରେ ୧୪ ଜଣ ଲୋକ ଥିଲେ। ଏଥିମଧ୍ୟରୁ ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଲେଙ୍ଗପୁଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁହାଯାଇଛି ଯେ, ଏହି ବିମାନ ମ୍ୟାନ୍ମାର ସୈନିକମାନଙ୍କୁ ନେବା ପାଇଁ ମ୍ୟାନ୍ମାରରୁ ମିଜୋରାମକୁ ଆସିଥିଲା। ତେବେ ଲେଙ୍ଗପୁଇ ବିମାନବନ୍ଦରର ମିଆଁମାର ସେନାର ଶାନସି ୟ -୮ ବିମାନ […] The post ମିଜୋରାମରେ ଦୁର୍ଘଟଣାର ସମ୍ମୁଖୀନ ହେଲା ମ୍ୟାନ୍ମାର ସେନା ବିମାନ, ୬ ଆହତ appeared first on Dharitri Odia News.
ଆଇଜଲ,୨୩।୧: ମଙ୍ଗଳବାର ସକାଳେ ମିଜୋରାମରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ମ୍ୟାନ୍ମାର ସୈନ୍ୟ ବିମାନ ଏଠାରେ ଥିବା ଲେଙ୍ଗପୁଇ ବିମାନବନ୍ଦରରେ ରନୱେରୁ ଖସିଯାଇଛି। ବିମାନରେ ପାଇଲଟଙ୍କ ସମେତ ବିମାନରେ ୧୪ ଜଣ ଲୋକ ଥିଲେ। ଏଥିମଧ୍ୟରୁ ୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଲେଙ୍ଗପୁଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
କୁହାଯାଇଛି ଯେ, ଏହି ବିମାନ ମ୍ୟାନ୍ମାର ସୈନିକମାନଙ୍କୁ ନେବା ପାଇଁ ମ୍ୟାନ୍ମାରରୁ ମିଜୋରାମକୁ ଆସିଥିଲା। ତେବେ ଲେଙ୍ଗପୁଇ ବିମାନବନ୍ଦରର ମିଆଁମାର ସେନାର ଶାନସି ୟ -୮ ବିମାନ ଅବତରଣ ସମୟରେ ରନୱେରୁ ଖସି ଯାଇଥିଲା।
The post ମିଜୋରାମରେ ଦୁର୍ଘଟଣାର ସମ୍ମୁଖୀନ ହେଲା ମ୍ୟାନ୍ମାର ସେନା ବିମାନ, ୬ ଆହତ appeared first on Dharitri Odia News.