ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ Mohan Majhi
କରଞ୍ଜିଆ,୨।୩: ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ଅନୁଷ୍ଠିତ ହୋଇଛି ମିନି ମାରାଥନ। ଏହାକୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉଦ୍ଘାଟନବେଳେ ନିଜେ ଦୌଡରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ଶିମିଳିପାଳର ସୁରକ୍ଷା ପାଇଁ ଚଳିତ ବଜେଟରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ୫୦ କୋଟିର ବ୍ୟବସ୍ଥା ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଏହି ୧୦ କିମି ମାରାଥନରେ ୯୦୦ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି। The post ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ Mohan Majhi appeared first on Dharitri Odia News.
କରଞ୍ଜିଆ,୨।୩: ଶିମିଳିପାଳ ସୁରକ୍ଷା ବାର୍ତ୍ତା ନେଇ ଅନୁଷ୍ଠିତ ହୋଇଛି ମିନି ମାରାଥନ। ଏହାକୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉଦ୍ଘାଟନବେଳେ ନିଜେ ଦୌଡରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ।
ଶିମିଳିପାଳର ସୁରକ୍ଷା ପାଇଁ ଚଳିତ ବଜେଟରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ୫୦ କୋଟିର ବ୍ୟବସ୍ଥା ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଏହି ୧୦ କିମି ମାରାଥନରେ ୯୦୦ ଛାତ୍ରୀଛାତ୍ର ସାମିଲ ହୋଇଛନ୍ତି।
The post ମିନି ମାରାଥନରେ ଦୌଡିଲେ ମୁଖ୍ୟମନ୍ତ୍ରୀ Mohan Majhi appeared first on Dharitri Odia News.