ମୁଁଗେଡି ଜଙ୍ଗଲରେ ଗୁଳିବିନିମୟ, ପୋଲିସ ଏନକାଉଣ୍ଟରରେ ୫ ମାଓବାଦୀ ନିହତ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ମୁଁଗେଡି ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ୫ ମାଓବାଦୀ ନିହତ । ଘଟଣା ସ୍ଥଳରୁ ୫ ଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ଜବାନ । ମାଓବାଦୀ ଗୁଳିରେ ୩ ଜବାନ ଗୁରୁତର । DRG, STF, CRPF ମିଳିତ ଅପରେସନ ବେଳେ ଏହି ସଫଳତା ମିଳିଛି । The post ମୁଁଗେଡି ଜଙ୍ଗଲରେ ଗୁଳିବିନିମୟ, ପୋଲିସ ଏନକାଉଣ୍ଟରରେ ୫ ମାଓବାଦୀ ନିହତ appeared first on KNews Odisha.

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲା ମୁଁଗେଡି ଜଙ୍ଗଲରେ ପୋଲିସ ମାଓବାଦୀ ଗୁଳିବିନିମୟ । ପୋଲିସର ଏନକାଉଣ୍ଟରରେ ୫ ମାଓବାଦୀ ନିହତ । ଘଟଣା ସ୍ଥଳରୁ ୫ ଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ଜବାନ । ମାଓବାଦୀ ଗୁଳିରେ ୩ ଜବାନ ଗୁରୁତର । DRG, STF, CRPF ମିଳିତ ଅପରେସନ ବେଳେ ଏହି ସଫଳତା ମିଳିଛି ।
The post ମୁଁଗେଡି ଜଙ୍ଗଲରେ ଗୁଳିବିନିମୟ, ପୋଲିସ ଏନକାଉଣ୍ଟରରେ ୫ ମାଓବାଦୀ ନିହତ appeared first on KNews Odisha.