ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଘୋଷଣା: ବସ୍‌ରେ ମାଗଣାରେ ଯାତ୍ରା କରିବେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଘୋଷଣା କରିଛନ୍ତି ଯେ, ବର୍ତ୍ତମାନ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ଦିଲ୍ଲୀ ବସ୍‌ରେ ଯାତ୍ରା ମାଗଣା ହେବ। ଖୁବ୍‌ଶୀଘ୍ର ଏହାକୁ କ୍ୟାବିନେଟ ପାରିତ କରି କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ନିଷ୍ପତ୍ତି କିନ୍ନର ସମ୍ପ୍ରଦାୟର ଲୋକଙ୍କୁ ବହୁତ ଲାଭଦାୟକ ହେବ ବୋଲି ସେ ଆଶା ପ୍ରକଟ କରିଛନ୍ତି। हमारे सामाजिक परिवेश में किन्नर समाज की काफ़ी उपेक्षा की जाती है। ऐसा नहीं होना […] The post ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଘୋଷଣା: ବସ୍‌ରେ ମାଗଣାରେ ଯାତ୍ରା କରିବେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ appeared first on Dharitri Odia News.

ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଘୋଷଣା: ବସ୍‌ରେ ମାଗଣାରେ ଯାତ୍ରା କରିବେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଘୋଷଣା କରିଛନ୍ତି ଯେ, ବର୍ତ୍ତମାନ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ ପାଇଁ ଦିଲ୍ଲୀ ବସ୍‌ରେ ଯାତ୍ରା ମାଗଣା ହେବ। ଖୁବ୍‌ଶୀଘ୍ର ଏହାକୁ କ୍ୟାବିନେଟ ପାରିତ କରି କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ନିଷ୍ପତ୍ତି କିନ୍ନର ସମ୍ପ୍ରଦାୟର ଲୋକଙ୍କୁ ବହୁତ ଲାଭଦାୟକ ହେବ ବୋଲି ସେ ଆଶା ପ୍ରକଟ କରିଛନ୍ତି।

The post ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ଘୋଷଣା: ବସ୍‌ରେ ମାଗଣାରେ ଯାତ୍ରା କରିବେ ଟ୍ରାନ୍ସଜେଣ୍ଡର ସମ୍ପ୍ରଦାୟ appeared first on Dharitri Odia News.