ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବିଜେଡି କର୍ମୀ

ପାଟଣା,୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ବିଜେଡି ତରଫରୁ ବିଜୁ ଜୟନ୍ତୀକୁ ଭାଜପା ସରକାର ସରକାରୀ ଛୁଟି ଓ ପଞ୍ଚାୟତିରାଜ ଦିବସ ରୂପେ ପାଳି ନ ଥିବାରୁ ପ୍ରତିବାଦ ସଭା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଆୟୋଜିତ ପ୍ରତିବାଦ ସଭା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ ସାହୁଙ୍କ ଅଧ୍ୟକ୍ଷତାରେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, ୨୯ନମ୍ବର […] The post ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବିଜେଡି କର୍ମୀ appeared first on Dharitri Odia News.

ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବିଜେଡି କର୍ମୀ

ପାଟଣା,୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ବିଜେଡି ତରଫରୁ ବିଜୁ ଜୟନ୍ତୀକୁ ଭାଜପା ସରକାର ସରକାରୀ ଛୁଟି ଓ ପଞ୍ଚାୟତିରାଜ ଦିବସ ରୂପେ ପାଳି ନ ଥିବାରୁ ପ୍ରତିବାଦ ସଭା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଆୟୋଜିତ ପ୍ରତିବାଦ ସଭା ବ୍ଲକ ବିଜେଡି ସଭାପତି ଦିଲ୍ଲୀପ ସାହୁଙ୍କ ଅଧ୍ୟକ୍ଷତାରେ ପୂର୍ବତନ ପାଟଣା ବିଧାୟକ ଜଗନ୍ନାଥ ନାଏକ, ୨୯ନମ୍ବର ଜିଲା ପରିଷଦ ସଦସ୍ୟ ବୁଦ୍ଧଦେବ ମହାକୁଡ଼, ରାଧାକାନ୍ତ ନାଏକ, ବରିଷ୍ଠ ନେତା ଦୀପକ ରାଜ, କୃଷ୍ଣଚନ୍ଦ୍ର ମହାପାତ୍ର, ଭାଗିରଥୀ ଦାଶ, ପ୍ରସନ୍ନ ରାଜଙ୍କ ସମେତ ବହୁ ଯୁବଛାତ୍ର ନେତା ଉପସ୍ଥିତ ରହି ଭାଜପା ବିରୋଧରେ ସ୍ଲୋଗାନ ଦେଇଥିଲେ।

The post ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲେ ବିଜେଡି କର୍ମୀ appeared first on Dharitri Odia News.