ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପରେ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝିଙ୍କ ନାଁ ଘୋଷଣା ହେବା ପରେ ମୋହନ ଗଣମାଧ୍ୟମ ଆଗରେ କହିଛନ୍ତି, ୧୦୦ ଦିନ ଭିତରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ। ସଂକଳ୍ପ ପତ୍ର ଆଧାରରେ ଗରିବଙ୍କର ସବୁ ଦାବି ପୂରଣ କରାଯିବ ବୋଲି ମୋହନ କହିଛନ୍ତି। […] The post ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପରେ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.
ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝିଙ୍କ ନାଁ ଘୋଷଣା ହେବା ପରେ ମୋହନ ଗଣମାଧ୍ୟମ ଆଗରେ କହିଛନ୍ତି, ୧୦୦ ଦିନ ଭିତରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ। ସଂକଳ୍ପ ପତ୍ର ଆଧାରରେ ଗରିବଙ୍କର ସବୁ ଦାବି ପୂରଣ କରାଯିବ ବୋଲି ମୋହନ କହିଛନ୍ତି।
ଅନ୍ୟପଟେ ମୋହନ ମାଝିଙ୍କ ଗାନ୍ଧି ମାର୍ଗରେ ଥିବା ସରକାରୀ କ୍ୱାର୍ଟର୍ସରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ମଙ୍ଗଳବାର ରାତିରେ କ୍ୱାର୍ଟର୍ସ ନଂ- ବି/୧ରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।
The post ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପରେ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି appeared first on Dharitri Odia News.