ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଚିଠି ଲେଖି ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୩।୮: ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବା ସହ ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ କରଛନ୍ତି । ଏଥିସହ ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି ଧର୍ମେନ୍ଦ୍ର କହିଛନ୍ତି। The post ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଚିଠି ଲେଖି ଏମିତି କହିଲେ ଧର୍ମେନ୍ଦ୍ର appeared first on Dharitri Odia News.

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଚିଠି ଲେଖି ଏମିତି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୩।୮: ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି। ଆଇନରେ ଥିବା ଅସଙ୍ଗତି ଦୂର ସହ ଆବଶ୍ୟକ ସଂଶୋଧନ କରିବା ସହ ଶିକ୍ଷାନୁଷ୍ଠାନଗୁଡ଼ିକର ସ୍ବାୟତ୍ତତାକୁ ସୁରକ୍ଷିତ ରଖିବାକୁ ଚିଠିରେ ଅନୁରୋଧ କରଛନ୍ତି । ଏଥିସହ ଶିକ୍ଷାର ମାନଦଣ୍ଡ ବଜାୟ ରଖିବାକୁ ସଂଶୋଧନ ଗୁରୁତ୍ୱପୂର୍ଣ୍ଣ ବୋଲି ଧର୍ମେନ୍ଦ୍ର କହିଛନ୍ତି।

The post ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଚିଠି ଲେଖି ଏମିତି କହିଲେ ଧର୍ମେନ୍ଦ୍ର appeared first on Dharitri Odia News.