ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।

Nikunj Bihari Dhal was appointed as Additional Chief Administrative Secretary to the Chief Minister