ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼: ଠେଲା ପେଲା ଦଳାଚକଟା

ଭୁବନେଶ୍ୱର,୫।୮: ସୋମବାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏମିତିକି ନାହିଁ ନ ଥିବା ଭିଡ ସହ ଠେଲା ପେଲା ଦଳାଚକଟା ମଧ୍ୟ ହୋଇଛି। ପଞ୍ଜୀକରଣ ପାଇଁ ଲୋକଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପଞ୍ଜୀକରଣ କରି ମୁଖ୍ୟମନ୍ତ୍ରୀଙ୍କୁ ନିଜ ଅଭିଯୋଗ ତଥା ଦୁଃଖ ଶୁଣାଇବା ପାଇଁ ଏକାଠି ହୋଇଛନ୍ତି ଶତାଧିକ ଲୋକ। ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ମଧ୍ୟ ଶୁଣୁଛନ୍ତି। ଭୁବନେଶ୍ୱର ୟୁନିଟ- […] The post ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼: ଠେଲା ପେଲା ଦଳାଚକଟା appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼: ଠେଲା ପେଲା ଦଳାଚକଟା

ଭୁବନେଶ୍ୱର,୫।୮: ସୋମବାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏମିତିକି ନାହିଁ ନ ଥିବା ଭିଡ ସହ ଠେଲା ପେଲା ଦଳାଚକଟା ମଧ୍ୟ ହୋଇଛି। ପଞ୍ଜୀକରଣ ପାଇଁ ଲୋକଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ପଞ୍ଜୀକରଣ କରି ମୁଖ୍ୟମନ୍ତ୍ରୀଙ୍କୁ ନିଜ ଅଭିଯୋଗ ତଥା ଦୁଃଖ ଶୁଣାଇବା ପାଇଁ ଏକାଠି ହୋଇଛନ୍ତି ଶତାଧିକ ଲୋକ। ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ମଧ୍ୟ ଶୁଣୁଛନ୍ତି। ଭୁବନେଶ୍ୱର ୟୁନିଟ- ୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲୋକମାନେ ଏକାଠି ହୋଇ ଦୁଃଖ ଶୁଣାଉଛନ୍ତି।

The post ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ପ୍ରବଳ ଭିଡ଼: ଠେଲା ପେଲା ଦଳାଚକଟା appeared first on Dharitri Odia News.