ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଧିକାରୀ ନିଯୁକ୍ତ, ଅତିରିକ୍ତ ସଚିବ ହେଲେ…
ଭୁବନେଶ୍ୱର,୨୨ା୬: ଓଏଫ୍ଏସ୍ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍ ଅଫିସର ତଥା ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ […] The post ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଧିକାରୀ ନିଯୁକ୍ତ, ଅତିରିକ୍ତ ସଚିବ ହେଲେ… appeared first on Dharitri Odia News.
ଭୁବନେଶ୍ୱର,୨୨ା୬: ଓଏଫ୍ଏସ୍ ତଥା ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଉମେଶ ଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ସେହିପରି ବରିଷ୍ଠ ଓଏଏସ୍ ଅଫିସର ତଥା ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
The post ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଧିକାରୀ ନିଯୁକ୍ତ, ଅତିରିକ୍ତ ସଚିବ ହେଲେ… appeared first on Dharitri Odia News.