ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି, ବ୍ୟକ୍ତିଗତ ସଚିବ ହେଲେ…

ଭୁବନେଶ୍ୱର,୧୯।୬: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ବିନୋଦ ବିହାରୀ ସିଂହଙ୍କୁ ଯୋଜନା ଓ ସଂଯୋଜନା ବିଭଗର ଅନୁସଚିବ ଭାବେ ନିଯୁକ୍ତି କରାଯାଇଛି। The post ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି, ବ୍ୟକ୍ତିଗତ ସଚିବ ହେଲେ… appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି, ବ୍ୟକ୍ତିଗତ ସଚିବ ହେଲେ…

ଭୁବନେଶ୍ୱର,୧୯।୬: ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି।

Image

ସେହିପରି ବିନୋଦ ବିହାରୀ ସିଂହଙ୍କୁ ଯୋଜନା ଓ ସଂଯୋଜନା ବିଭଗର ଅନୁସଚିବ ଭାବେ ନିଯୁକ୍ତି କରାଯାଇଛି।

Image

The post ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି, ବ୍ୟକ୍ତିଗତ ସଚିବ ହେଲେ… appeared first on Dharitri Odia News.