ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୨ା୩ (ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଓ୍ବାର୍ଡ ନଂ୫ ରୁ ଶନିବାର ଅପରାହ୍ନରେ ବିଜେଡି ଦଳ ପକ୍ଷରୁ ଘରେ ଘରେ ଶଙ୍ଖ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ପୂର୍ବତନ ଅଧ୍ୟକ୍ଷ ହୃଦୟାନନ୍ଦ ମହାପାତ୍ର, ଶିବରାମ ଗୌଡ, ତରୁଣ କୁମାର ପଣ୍ଡା, କାଉନସିଲର ଵିଭୁପ୍ରସାଦ ପଣ୍ଡା, ଅଜିତ କୁମାର […] The post ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ହିଞ୍ଜିଳିକାଟୁ ୨ା୩ (ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ପାଟଣା ସାହି ଓ୍ବାର୍ଡ ନଂ୫ ରୁ ଶନିବାର ଅପରାହ୍ନରେ ବିଜେଡି ଦଳ ପକ୍ଷରୁ ଘରେ ଘରେ ଶଙ୍ଖ ଅଭିଯାନ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର, ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଲେଇ, ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ପୂର୍ବତନ ଅଧ୍ୟକ୍ଷ ହୃଦୟାନନ୍ଦ ମହାପାତ୍ର, ଶିବରାମ ଗୌଡ, ତରୁଣ କୁମାର ପଣ୍ଡା, କାଉନସିଲର ଵିଭୁପ୍ରସାଦ ପଣ୍ଡା, ଅଜିତ କୁମାର ସୁବୁଦ୍ଧି , ସୁନିଲ କୁମାର ସେଠି ପ୍ରମୁଖ ଶତାଧିକ ବିଜେଡି ନେତା ଓ କର୍ମୀମାନେ ଓ୍ବାର୍ଡ ବୁଲିଥିଲେ।

ଲୋକଙ୍କ ସହ ସମ୍ପର୍କ ରଖି ବିଜେଡ଼ିର ଦଳୀୟ ଶଙ୍ଖ ଚିହ୍ନ ପ୍ରତି ଘର ସାମନାରେ ଲଗାଯାଇଛି। ଏଥି ସହ ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅଞ୍ଚଳରୁ ପ୍ରତିନିଧି କରି ବିଭିନ୍ନ ଜନ କଲ୍ୟାଣ ଯୋଜନା ସମ୍ପର୍କରେ ଅବତାରଣା କରିଥିଲେ।

The post ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରେ ବିଜେଡିର ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ appeared first on Dharitri Odia News.