ମୁଖ୍ୟମନ୍ତ୍ରୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ, ଜାଣନ୍ତୁ ତାଙ୍କ ବିଷୟରେ…

ଭୁବନେଶ୍ୱର,୩।୩ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦୁଝର ବଂଶପାଳ ତହସିଲଦାର ଭାବେ କୌଶିକ କାର୍ଯ୍ୟ କରୁଥିଲେ। କୌଶିକଙ୍କ ସମେତ ୧୮ ଓଏଏସ୍‌ ଅଧିକାରୀଙ୍କ ବଦଳି ହୋଇଛି। The post ମୁଖ୍ୟମନ୍ତ୍ରୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ, ଜାଣନ୍ତୁ ତାଙ୍କ ବିଷୟରେ… appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ, ଜାଣନ୍ତୁ ତାଙ୍କ ବିଷୟରେ…

ଭୁବନେଶ୍ୱର,୩।୩ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦୁଝର ବଂଶପାଳ ତହସିଲଦାର ଭାବେ କୌଶିକ କାର୍ଯ୍ୟ କରୁଥିଲେ। କୌଶିକଙ୍କ ସମେତ ୧୮ ଓଏଏସ୍‌ ଅଧିକାରୀଙ୍କ ବଦଳି ହୋଇଛି।

The post ମୁଖ୍ୟମନ୍ତ୍ରୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ, ଜାଣନ୍ତୁ ତାଙ୍କ ବିଷୟରେ… appeared first on Dharitri Odia News.