ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…

ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି ଅଧ୍ୟକ୍ଷମାନଙ୍କ ଯୋଗୁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଦାୟିତ୍ୱରୁ ଅବ୍ୟାହତି ଦେଇଛନ୍ତି। ସୂଚନାଯୋଗ୍ୟ, ଗତକାଲି ଅର୍ଥାତ୍‌ ଶୁକ୍ରବାର ମଧ୍ୟ ବିଭିନ୍ନ ବିଭାଗର ଉପଦେଷ୍ଟାଙ୍କୁ ସରକାର ଦାୟିତ୍ୱମୁକ୍ତ କରିଥିଲେ। The post ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ… appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ…

ଭୁବନେଶ୍ୱର,୨୨ା୬: ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତି ଦିଆଯାଇଥିବା ଅଧ୍ୟକ୍ଷମାନଙ୍କ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଠୋର ପଦକ୍ଷେପ ନେଇଛନ୍ତି। ଏହି ଅଧ୍ୟକ୍ଷମାନଙ୍କ ଯୋଗୁ ନିଗମଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଦାୟିତ୍ୱରୁ ଅବ୍ୟାହତି ଦେଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଅର୍ଥାତ୍‌ ଶୁକ୍ରବାର ମଧ୍ୟ ବିଭିନ୍ନ ବିଭାଗର ଉପଦେଷ୍ଟାଙ୍କୁ ସରକାର ଦାୟିତ୍ୱମୁକ୍ତ କରିଥିଲେ।

The post ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ଏଥର ବିଦା ହେଲେ… appeared first on Dharitri Odia News.