ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତୋଦୟ ଯୋଜନାରେ ମିଳିବ ପକ୍କା ଘର

ଭୁବନେଶ୍ୱର,୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ହିତାଧୀକାରୀଙ୍କୁ ଅନ୍ତୋଦୟ ଯୋଜନାରେ ପକ୍କା ଘର ମିଳିବ। ଏହାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଆବାସ ଯୋଜନାରୁ ବଞ୍ଚିତ ଲୋକଙ୍କୁ ଏହି ଯୋଜନାରେ ଘର ମିଳିବ। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ପାଇବେ। ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତୋଦୟ ଯୋଜନାରେ ମିଳିବ ପକ୍କା ଘର appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତୋଦୟ ଯୋଜନାରେ ମିଳିବ ପକ୍କା ଘର

ଭୁବନେଶ୍ୱର,୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ହିତାଧୀକାରୀଙ୍କୁ ଅନ୍ତୋଦୟ ଯୋଜନାରେ ପକ୍କା ଘର ମିଳିବ। ଏହାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଆବାସ ଯୋଜନାରୁ ବଞ୍ଚିତ ଲୋକଙ୍କୁ ଏହି ଯୋଜନାରେ ଘର ମିଳିବ। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ହିତାଧିକାରୀଙ୍କୁ ଘର ପାଇବେ। ଘର ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ପିଏମ ଆବାସ ଯୋଜନାରେ ୪ ଏବଂ ୬ ମାସରେ ଘର ନିର୍ମାଣ କାମ ସାରିଲେ ବୋନସ ମିଳିବ।

The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଅନ୍ତୋଦୟ ଯୋଜନାରେ ମିଳିବ ପକ୍କା ଘର appeared first on Dharitri Odia News.