ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ
ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଉ ୫ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ॥ ଝାରସୁଗୁଡ଼ାରୁ ସିଧାସଳଖ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଉଡ଼ିବ। ସେହିପରି ଭୁବନେଶ୍ବରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର, ଲକ୍ଷ୍ନୌକୁ ଉଡ଼ିବ। ଏ ନେଇ […] The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ appeared first on Dharitri Odia News.
ଭୁବନେଶ୍ୱର,୩୦।୧୨: ନୂଆବର୍ଷରୁ ଓଡ଼ିଶାର ଦୁଇ ପ୍ରମୁଖ ବିମାନ ବନ୍ଦର ଭୁବନେଶ୍ୱର ଓ ଝାରସୁଗୁଡାରୁ ଅଧିକ ସହରକୁ ସିଧାସଳଖ ଯୋଡି ହେବ ବିମାନସେବା । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଉ ୫ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ॥ ଝାରସୁଗୁଡ଼ାରୁ ସିଧାସଳଖ ହାଇଦ୍ରାବାଦ, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଉଡ଼ିବ। ସେହିପରି ଭୁବନେଶ୍ବରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର, ଲକ୍ଷ୍ନୌକୁ ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଏହି ସୂଚନା ଦେଇଛନ୍ତି ।
The post ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଭୁବନେଶ୍ୱର, ଝାରସୁଗୁଡାରୁ ଏଣିକି ଏହି ସବୁ ସହରକୁ ଉଡ଼ିବ ବିମାନ appeared first on Dharitri Odia News.