ମୁଖ୍ୟମନ୍ତ୍ରୀଙ୍କ ସହ ଶପଥ ନେଲେ ନୂଆ ମନ୍ତ୍ରିମଣ୍ଡଳ, ଦେଖନ୍ତୁ କିଛି ଝଲକ...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି ।