ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ। ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହାତରେ ରାଖୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ […] The post ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ appeared first on Dharitri Odia News.

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ। ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହାତରେ ରାଖୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର ସମସ୍ତଙ୍କ ଜୀବନକୁ ମଙ୍ଗଳମୟ ସହ ସମ୍ପର୍କକୁ ଆହୁରି ନିବିଡ଼ କରୁ ବୋଲି ଲେଖିଛନ୍ତି।

The post ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ appeared first on Dharitri Odia News.