ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଖବରଦାତା, ସର୍ବଜନ କଲ୍ୟାଣକାରୀ ବଜେଟ ପାଇଁ ଜଣାଇଲେ ଅଭିନନ୍ଦନ
ଭୁବନେଶ୍ୱର,୨୬।୭: ଶୁକ୍ରବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ତାଙ୍କ ପ୍ରକୋଷ୍ଠରେ ଖବରଦାତାମାନେ ଭେଟିଛନ୍ତି। ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ ବଜେଟ ଉପସ୍ଥାପିତ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ଖବରଦାତାମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି। ଯାହାକୁ େଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଏସବୁ ବିଷୟରେ ଅବଗତ ଅଛନ୍ତି। ଖବରଦାତାମାନଙ୍କର ଯାହା ସମସ୍ୟା ରହିଛି ସେସବୁ ସରକାର ଅନୁଧ୍ୟାନ କରି ଉଚିତ୍ ପଦକ୍ଷେପ […] The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଖବରଦାତା, ସର୍ବଜନ କଲ୍ୟାଣକାରୀ ବଜେଟ ପାଇଁ ଜଣାଇଲେ ଅଭିନନ୍ଦନ appeared first on Dharitri Odia News.
ଭୁବନେଶ୍ୱର,୨୬।୭: ଶୁକ୍ରବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ତାଙ୍କ ପ୍ରକୋଷ୍ଠରେ ଖବରଦାତାମାନେ ଭେଟିଛନ୍ତି। ରାଜ୍ୟବାସୀଙ୍କ ପାଇଁ ଏକ ଉତ୍ତମ, ବିକାଶ ଅଭିମୁଖୀ ଓ ସର୍ବଜନ କଲ୍ୟାଣକାରୀ ବଜେଟ ଉପସ୍ଥାପିତ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ଏହା ସହିତ ଖବରଦାତାମାନେ ସେମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି। ଯାହାକୁ େଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ ଏସବୁ ବିଷୟରେ ଅବଗତ ଅଛନ୍ତି। ଖବରଦାତାମାନଙ୍କର ଯାହା ସମସ୍ୟା ରହିଛି ସେସବୁ ସରକାର ଅନୁଧ୍ୟାନ କରି ଉଚିତ୍ ପଦକ୍ଷେପ ନେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଖବରଦାତା, ସର୍ବଜନ କଲ୍ୟାଣକାରୀ ବଜେଟ ପାଇଁ ଜଣାଇଲେ ଅଭିନନ୍ଦନ appeared first on Dharitri Odia News.