ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା
ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ନେଇ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି। The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା appeared first on Dharitri Odia News.
ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ନେଇ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି।
The post ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା appeared first on Dharitri Odia News.