ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଙ୍କ ପରିବାର

ଲୋକସେବା ଭବନରେ ସିଏମଙ୍କୁ ଭେଟିଲେ ନବ ଦାସଙ୍କ ପରିବାର । ପତ୍ନୀ ମୀନତି ଦାସ, ଝିଅ ଦୀପାଳି ଦାସ, ପୁଅ ବିଶାଲ୍ ମିଳିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । 

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଙ୍କ ପରିବାର
Array