ମୁଣ୍ଡ ନୂଆଁଇ ଦେଲା ଆଡ଼ପ ପହଣ୍ଡି ବିଭ୍ରାଟ

ଆଡ଼ପ ପହଣ୍ଡି ମହାବିଭ୍ରାଟକୁ ନେଇ ସାରା ରାଜ୍ୟରେ ଉଦବେଗ। ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁରଙ୍କୁ ପକେଇଦେଲେ ? ଆହତ ପ୍ରତିଟି ଭକ୍ତପ୍ରାଣ, ଏଭଳି ଅକ୍ଷମଣୀୟ ସ୍ଥିତି ପାଇଁ ନଇଁ ଯାଇଛି ପ୍ରତି ଓଡ଼ିଆଙ୍କ ମଥା।