ମୃତକଙ୍କ ପରିବାରକୁ ୫ଲକ୍ଷ ଅନୁକମ୍ପା ରାଶି
ଭୁବନେଶ୍ୱର: କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା ସହିତ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ଭୁବନେଶ୍ୱର: କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ି ୩ ମୃତ୍ୟୁ ଘଟଣାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତଦନ୍ତ ନିର୍ଦେଶ ଦେଇଛନ୍ତି। ଏହାସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ମୃତକଙ୍କ ପରିବାରଙ୍କ ପ୍ରତି ୫ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା ସହିତ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।