ମେ' ୦୨ ତାରିଖ, ଗୁରୁବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ- ଦଶମ ଚନ୍ଦ୍ର ରହିଥିବାରୁ ଯୋଗୁଁ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । କ୍ୟାରିୟରକୁ ଆଗକୁ ନେବା ପାଇଁ ଦିନଟି ବହୁତ ଭଲ ରହିଛି । ରୋଜଗାରରେ ବୃଦ୍ଧି ହେବ । ପରିବାରରେ ଖୁସି ଲାଗି ରହିବ। ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରାପ୍ତ କରିବେ ।ବୃଷ- ରାଶି ପାଇଁ ନବମ ଚନ୍ଦ୍ର ଏବଂ ଶୁକ୍ଳ ପକ୍ଷ ହୋଇଥିବାରୁ ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଧନ ଲାଭର ଯୋଗ ରହିଛି । ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ । ଉଚ୍ଚ ସମ୍ମାନର ଅଧିକାରୀ ହେବେ । ଛାତ୍ରଛାତ୍ରୀମାନେ ଉତ୍ତୀର୍ଣ୍ଣ ହେବେ ।ମିଥୁନ- ପର ଚର୍ଚ୍ଚାରେ ସମୟ ଅତିବାହିତ କରିବେ । ମାନ ହାନି ହୋଇପାରେ । ଚାକିରି କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେବ । ଦମ୍ପତିଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିବ । ଛାତ୍ରଛାତ୍ରୀମାନେ ଏତେ ଉତ୍ତମ ଫଳ ପ୍ରାପ୍ତ କରିବେ ନାହିଁ ।କର୍କଟ- ଉଚ୍ଚ ପଦପଦବୀରେ ସମ୍ମାନିତ ହେବେ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ । ଅଟକିଥିବା କାର୍ଯ୍ୟର ପୁନରାରମ୍ଭ ହେବ । ଭ୍ରମଣର ଯୋଗ ରହିଛି। ବିଦ୍ୟାର୍ଥୀମାନେ ସଫଳ ହେବେ ।ସିଂହ- ଦିନଟି ବହୁତ ଭଲ ରହିଛି । ବ୍ୟବସାୟରେ ଖ୍ୟାତି ଓ ଉନ୍ନତି ମିଳିବ । ନିଜ କର୍ମକୁ ଠିକ୍ ସମୟରେ ସଂପୂର୍ଣ୍ଣ କଲେ ଉତ୍ତମ ଫଳ ଲାଭ ହେବ। ସାମାଜିକ କଲ୍ୟାଣ ପାଇଁ ମନୋନିବେଶ କରିବେ । ବୈବାହିକ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନଙ୍କର ଭ୍ରମଣ ଯୋଗ ରହିଛି ।କନ୍ୟା- ପ୍ରଶଂସାର ପାତ୍ର ହେ
ମେଷ- ଦଶମ ଚନ୍ଦ୍ର ରହିଥିବାରୁ ଯୋଗୁଁ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । କ୍ୟାରିୟରକୁ ଆଗକୁ ନେବା ପାଇଁ ଦିନଟି ବହୁତ ଭଲ ରହିଛି । ରୋଜଗାରରେ ବୃଦ୍ଧି ହେବ । ପରିବାରରେ ଖୁସି ଲାଗି ରହିବ। ଛାତ୍ରଛାତ୍ରୀମାନେ ଉତ୍ତମ ଫଳ ପ୍ରାପ୍ତ କରିବେ ।
ବୃଷ- ରାଶି ପାଇଁ ନବମ ଚନ୍ଦ୍ର ଏବଂ ଶୁକ୍ଳ ପକ୍ଷ ହୋଇଥିବାରୁ ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଧନ ଲାଭର ଯୋଗ ରହିଛି । ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ । ଉଚ୍ଚ ସମ୍ମାନର ଅଧିକାରୀ ହେବେ । ଛାତ୍ରଛାତ୍ରୀମାନେ ଉତ୍ତୀର୍ଣ୍ଣ ହେବେ ।
ମିଥୁନ- ପର ଚର୍ଚ୍ଚାରେ ସମୟ ଅତିବାହିତ କରିବେ । ମାନ ହାନି ହୋଇପାରେ । ଚାକିରି କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେବ । ଦମ୍ପତିଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିବ । ଛାତ୍ରଛାତ୍ରୀମାନେ ଏତେ ଉତ୍ତମ ଫଳ ପ୍ରାପ୍ତ କରିବେ ନାହିଁ ।
କର୍କଟ- ଉଚ୍ଚ ପଦପଦବୀରେ ସମ୍ମାନିତ ହେବେ। ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ପ୍ରେମ ସମ୍ପର୍କରେ ଦୃଢ଼ତା ଆସିବ । ଅଟକିଥିବା କାର୍ଯ୍ୟର ପୁନରାରମ୍ଭ ହେବ । ଭ୍ରମଣର ଯୋଗ ରହିଛି। ବିଦ୍ୟାର୍ଥୀମାନେ ସଫଳ ହେବେ ।
ସିଂହ- ଦିନଟି ବହୁତ ଭଲ ରହିଛି । ବ୍ୟବସାୟରେ ଖ୍ୟାତି ଓ ଉନ୍ନତି ମିଳିବ । ନିଜ କର୍ମକୁ ଠିକ୍ ସମୟରେ ସଂପୂର୍ଣ୍ଣ କଲେ ଉତ୍ତମ ଫଳ ଲାଭ ହେବ। ସାମାଜିକ କଲ୍ୟାଣ ପାଇଁ ମନୋନିବେଶ କରିବେ । ବୈବାହିକ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନଙ୍କର ଭ୍ରମଣ ଯୋଗ ରହିଛି ।
କନ୍ୟା- ପ୍ରଶଂସାର ପାତ୍ର ହେବେ । ପାରିବାରିକ ଜୀବନ ସୁଖମୟ ହେବ । ସନ୍ତାନର ଭବିଷ୍ୟତ ପାଇଁ ଧନ ନିବେଶ କରିବେ । ଉଧାର ଦେଇଥିବା ଟଙ୍କା ଫେରସ୍ତ ମିଳିପାରେ । ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିଛି ।
ତୁଳା- ଦିନଟି ମଧ୍ୟମ ଫଳ ପ୍ରାପ୍ତ କରାଇବ । ନିଜ ସ୍ବାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ଉନ୍ନତିର ଯୋଗ ରହିଛି। ସଭାରେ ସମ୍ମାନିତ ହେବେ । ପ୍ରେମ ସମ୍ପର୍କରେ ଖୁସି ଖବର ମିଳିବ । ଛାତ୍ରଛାତ୍ରୀମାନେ ଏତେ ଭଲ ଫଳ ପ୍ରଦାନ କରିବେ ନାହିଁ ।
ବିଛା- ଦିନଟି ବହୁତ ଭଲରେ କଟିବ । ସେବା ପୂଜାରେ ମନୋନିବେଶ କରିବେ । ଚାକିରିରେ ପ୍ରଶଂସା ମିଳିବ । ପାରିବାରିକ ଜୀବନ ସାମାନ୍ୟ ରହିବ । ବ୍ୟବସାୟରେ ଧୀର ପ୍ରଗତି ହେବ । ବନ୍ଧୁଙ୍କ ସହ ଭ୍ରମଣ ଯୋଗ ରହିଛି । ନୂଆ ସଂପତ୍ତି କ୍ରୟ କରିବେ ।
ଧନୁ- ଦ୍ଵିତୀୟ ଚନ୍ଦ୍ର କାଳ ଭୋଗ ହେତୁ ଦିନଟି ଭଲ ଫଳ ଦେବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ଖର୍ଚ୍ଚ ଅଧିକ ହେବାର ସମ୍ଭାବନା ଅଛି । ଆୟର ଯୋଗ ରହିଛି । କାହାକୁ ଉଧାର ଦିଅନ୍ତୁ ନାହିଁ । ଉଚ୍ଚ ସ୍ଥାନରୁ ଖୁସିର ବାର୍ତ୍ତା ମିଳିବ ।
ମକର- ବାକି ଥିବା କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ଖୁସି ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖା ଦେବ । ପରିବାରରେ ଶୁଭ କର୍ମ ହେବ । ବ୍ୟବସାୟୀମାନେ ଲାଭବାନ ହେବେ ।
କୁମ୍ଭ- ଦିନଟିରେ ସାମାନ୍ୟ କଳହ ଯୋଗ ରହିବ । ବ୍ୟବସାୟରେ ନୂତନ କାର୍ଯ୍ୟ ଆରମ୍ଭ ହେବ । ନିଜ କାର୍ଯ୍ୟକୁ ଠିକ୍ ସମୟରେ ପୂରଣ କରନ୍ତୁ । ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ । ଛାତ୍ରଛାତ୍ରୀମାନେ ମଧ୍ୟମ ଫଳ ପ୍ରାପ୍ତ କରିବେ ।
ମୀନ- ଏକାଦଶ ଚନ୍ଦ୍ର କାଳ ଭୋଗ ହେଉଥିବାରୁ ଭାଗ୍ୟର ସାଥ ମିଳିବ । ବାକିଥିବା କାର୍ଯ୍ୟ ସମାପ୍ତ ହେବ ରାଜନୀତିରେ ନୂଆ ଆଶା ଦେଖାଦେବ । ମିତ୍ରଙ୍କ ସହ ଭ୍ରମଣରେ ଯାଇପାରନ୍ତି । ବ୍ୟବସାୟରେ ଅଧିକ ଲାଭ ମିଳିବ। ଗୃହକୁ ବନ୍ଧୁଙ୍କ ଆଗମନ ହେବ ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ , ଯୋଗାଯୋଗ – ୮୨୪୯୮୨୬୬୮୨