ମେ ୧୫ରେ କଟକରେ ଅମିତ ଶାହାଙ୍କ ମେଗା ରୋଡ ଶୋ’
କଟକ,୧୪।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମେ ୧୫ରେ କଟକରେ ଏକ ମେଗା ରୋଡ ଶୋ’ କରିବେ। ଏହି ରୋଡ ଶୋ’ ଅପରାହ୍ନ ୪ଟାରୁ ଆରମ୍ଭ ହେବ। ଏବେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ସୂଚନା ଦେଇଛନ୍ତି। ଏହି ରୋଡ ଶୋ’ ପ୍ରଥମେ ଗୋପବନ୍ଧୁ ପାର୍କରୁ ଆରମ୍ଭ ହୋଇ ବକ୍ସିବଜାର ଦେଇ ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର ଦେଇ ଯିବ। ନୟାସଡ଼କ, ବାଲୁବଜାର, ଚାନ୍ଦିନୀ ଚୌକ, ମହମ୍ମଦିଆ ବଜାର, ଶେଖ ବଜାର […] The post ମେ ୧୫ରେ କଟକରେ ଅମିତ ଶାହାଙ୍କ ମେଗା ରୋଡ ଶୋ’ appeared first on Dharitri Odia News.
କଟକ,୧୪।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମେ ୧୫ରେ କଟକରେ ଏକ ମେଗା ରୋଡ ଶୋ’ କରିବେ। ଏହି ରୋଡ ଶୋ’ ଅପରାହ୍ନ ୪ଟାରୁ ଆରମ୍ଭ ହେବ। ଏବେ କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ସୂଚନା ଦେଇଛନ୍ତି।
ଏହି ରୋଡ ଶୋ’ ପ୍ରଥମେ ଗୋପବନ୍ଧୁ ପାର୍କରୁ ଆରମ୍ଭ ହୋଇ ବକ୍ସିବଜାର ଦେଇ ତିନିକୋଣିଆ ବଗିଚା, ଦରଘା ବଜାର, ଚୌଧୁରୀ ବଜାର ଦେଇ ଯିବ।
ନୟାସଡ଼କ, ବାଲୁବଜାର, ଚାନ୍ଦିନୀ ଚୌକ, ମହମ୍ମଦିଆ ବଜାର, ଶେଖ ବଜାର ହୋଇ ଚଣ୍ଡୀ ମନ୍ଦିର ପାଖରେ ପହଞ୍ଚିବ ବୋଲି ଜଣାପଡିଛି।
The post ମେ ୧୫ରେ କଟକରେ ଅମିତ ଶାହାଙ୍କ ମେଗା ରୋଡ ଶୋ’ appeared first on Dharitri Odia News.