ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ
ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ସାଧାରଣ ସଭାରେ ଯୋଗଦେବେ,ହେଲେ କେବେ ଆସିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ଦିଅଯାଇନାହିଁ। ରାହୁଲ ଏପ୍ରିଲ ୨୮ରେ ଓଡ଼ିଶା ଆସିଥିଲେ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ […] The post ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ appeared first on Dharitri Odia News.
ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି। ସାଧାରଣ ସଭାରେ ଯୋଗଦେବେ,ହେଲେ କେବେ ଆସିବେ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ଦିଅଯାଇନାହିଁ।
ରାହୁଲ ଏପ୍ରିଲ ୨୮ରେ ଓଡ଼ିଶା ଆସିଥିଲେ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ।
The post ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ appeared first on Dharitri Odia News.