ମେ’ ୬ରୁ OJEE ପରୀକ୍ଷା, ଆଜିଠୁ ଆରମ୍ଭ ପଞ୍ଜୀକରଣ

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ( ଓଜେଇଇ ) ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ। ଏଥିପାଇଁ ଆଜିଠାରୁ ରେଜିଷ୍ଟ୍ରେସନ୍ ଆରମ୍ଭ ହୋଇଛି। ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ୍ ଚାଲିବ।

ojee