ମେ’ ୬ରୁ ୧୦ ପର୍ଯ୍ୟନ୍ତ ଓଜେଇଇ, ରାଜ୍ୟରେ ୩୦ ଓ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା
ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ।
ମେ’ ୬ରୁ ଓଜେଇଇ । ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଓଜେଇଇ ଏଣ୍ଟ୍ରାସ୍। ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ।
ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ମେ’ ୬ରୁ ୧୦ ପର୍ଯ୍ୟନ୍ତ ହେବ ଓଜେଇଇ ଏଣ୍ଟ୍ରାସ୍। ରାଜ୍ୟ ଭିତରେ ୩୦ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହେବ । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ#OJEE #Entrance #Odisha #OTV pic.twitter.com/GnVKnOUSN2 — ଓଟିଭି (@otvkhabar) January 25, 2024