ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର,୭ା୧୧: ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ପଟିଆ ସ୍ଥିତ ଏକ ହଷ୍ଟେଲରୁ ପୋଲିସ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ରୀ ହେଉଛନ୍ତି କଲ୍ୟାଣୀ ସାହୁ, ତାଙ୍କ ଘର କଟକ ସାଲେପୁର ଅଞ୍ଚଳରେ ଅଟେ। ରିପୋର୍ଟ ଅନୁଯାୟୀ କଲ୍ୟାଣୀ ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷର ଛାତ୍ରୀ। ଏଲେନ ଭୁବନେଶ୍ୱର ଚନ୍ଦ୍ରଶେଖରପୁତ୍ର ବ୍ରାଞ୍ଚରେ ସେ କୋଚିଂ ନେଉଥିଲେ। ତେବେ ପଟିଆସ୍ଥିତ ହଷ୍ଟେଲରେ ଆଜି ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। […] The post ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର appeared first on Dharitri Odia News.
ଭୁବନେଶ୍ୱର,୭ା୧୧: ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ପଟିଆ ସ୍ଥିତ ଏକ ହଷ୍ଟେଲରୁ ପୋଲିସ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଛାତ୍ରୀ ହେଉଛନ୍ତି କଲ୍ୟାଣୀ ସାହୁ, ତାଙ୍କ ଘର କଟକ ସାଲେପୁର ଅଞ୍ଚଳରେ ଅଟେ।
ରିପୋର୍ଟ ଅନୁଯାୟୀ କଲ୍ୟାଣୀ ଯୁକ୍ତ ଦୁଇ ବିଜ୍ଞାନ ଦ୍ୱିତୀୟ ବର୍ଷର ଛାତ୍ରୀ। ଏଲେନ ଭୁବନେଶ୍ୱର ଚନ୍ଦ୍ରଶେଖରପୁତ୍ର ବ୍ରାଞ୍ଚରେ ସେ କୋଚିଂ ନେଉଥିଲେ। ତେବେ ପଟିଆସ୍ଥିତ ହଷ୍ଟେଲରେ ଆଜି ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।
ଖବର ପାଇ ଚନ୍ଦ୍ରଶେଖରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଥିଲା। ତେବେ ମୃତ୍ୟୁ ପଛର କାରଣ ଜଣ ପଡି ନଥିବା ବେଳେ ଗତ କିଛିଦିନ ହେବ ସେ ମାନସିକ ଅବସାଦରେ ଥିବା କୁହାଯାଉଛି।
The post ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର appeared first on Dharitri Odia News.