ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା। ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର । ଭିକ୍ଟର ଆମ୍ବ୍ରୋସ ଓ ଗ୍ୟାରି ରୁଭକୁନଙ୍କୁ ନୋବେଲ୍‌ ପୁରସ୍କାର ପ୍ରଦାନ କରାଯିବ। ମାଇକ୍ରୋ RNA ଆବିଷ୍କାର ପାଇଁ ଉଭୟଙ୍କୁ ନୋବେଲ ପୁରସ୍କାରରେ ସମ୍ମାନୀତ କରାଯିବ। BREAKING NEWSThe 2024 #NobelPrize in Physiology or Medicine has been awarded to Victor Ambros and Gary Ruvkun for the discovery of microRNA and its […]

ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର
nobel

ନୂଆଦିଲ୍ଲୀ: ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା। ମେଡିସିନ କ୍ଷେତ୍ରରେ ୨ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର । ଭିକ୍ଟର ଆମ୍ବ୍ରୋସ ଓ ଗ୍ୟାରି ରୁଭକୁନଙ୍କୁ ନୋବେଲ୍‌ ପୁରସ୍କାର ପ୍ରଦାନ କରାଯିବ। ମାଇକ୍ରୋ RNA ଆବିଷ୍କାର ପାଇଁ ଉଭୟଙ୍କୁ ନୋବେଲ ପୁରସ୍କାରରେ ସମ୍ମାନୀତ କରାଯିବ।