ମେଲାଣି ନେଲେ ମା' ଦଶଭୂଜା; ଜାକଜମକରେ ସରିଲା ଭସାଣ ଉତ୍ସବ
ଖାଁ ଖାଁ ପୂଜା ମଣ୍ଡପ । ଶାରଦୀୟ ପୂଜା ପରେ ମା'ଙ୍କୁ ବିଦାୟ ଦେଉଛନ୍ତି ଭକ୍ତ । ପୁଣି ଆସନ୍ତା ବର୍ଷକୁ ଅପେକ୍ଷା । ଦୀର୍ଘ ୯ଦିନ ଧରି ଜଗତଜନନୀ ମା' ଦୁର୍ଗାଙ୍କୁ ବିଭିନ୍ନ ପୂଜା ମଣ୍ଡପରେ ପୂଜାର୍ଚ୍ଚନା ପରେ ବିସର୍ଜନ କରାଯାଇଛି।