ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ୍, ଦୁର୍ଘଟଣାରେ ୨୦ ଜଣ ଆହତ

ଭୁବନେଶ୍ୱର,୮ା୬: କଟକ ତେଲେଙ୍ଗାପେଣ୍ଠ ନିକଟରେ ଶନିବାର ମୋ ବସ ଦୁର୍ଘଟଣା ସମ୍ମୁଖୀନ ହୋଇଛି। ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଦୁଇ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି। The post ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ୍, ଦୁର୍ଘଟଣାରେ ୨୦ ଜଣ ଆହତ appeared first on Dharitri Odia News.

ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ୍, ଦୁର୍ଘଟଣାରେ ୨୦ ଜଣ ଆହତ

ଭୁବନେଶ୍ୱର,୮ା୬: କଟକ ତେଲେଙ୍ଗାପେଣ୍ଠ ନିକଟରେ ଶନିବାର ମୋ ବସ ଦୁର୍ଘଟଣା ସମ୍ମୁଖୀନ ହୋଇଛି। ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ତୁରନ୍ତ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଦୁଇ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ମିଳିଛି।

The post ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ୍, ଦୁର୍ଘଟଣାରେ ୨୦ ଜଣ ଆହତ appeared first on Dharitri Odia News.