ମୋ ବସ୍‌ ଧକ୍କାରେ ନାବଳିକା ମୃତ ଘଟଣା: ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେଲା CRUT

ଭୁବନେଶ୍ୱର, ୪।୨: ନନ୍ଦନକାନନ ଥାନା ରଘୁନାଥପୁରରେ ମୋ ବସ୍‌ ଧକ୍କାରେ ମୃତ ନାବଳିକାଙ୍କ ପରିବାକୁ CRUT ପକ୍ଷରୁ ୨ ଲକ୍ଷ କ୍ଷତିପୂରଣ ଦିଆଯାଇଛି। କ୍ଷତିପୂରଣ ପରେ ରାସ୍ତାରୋକ ହଟିଥିବା ସୂଚନା ମିଳିଛି। ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣା ଘଟିଥିବା ନେଇ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି। ନାବାଳିକା ଜଣଙ୍କ ଫୁଲ ତୋଳି ସାଇକେଲ ଯୋଗେ ଯିବା ପାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ଭୁବନେଶ୍ୱରରୁ ନନ୍ଦନକାନନ ଅଭିମୁଖେ ଆସୁଥିବା ମୋ ବସ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ […] The post ମୋ ବସ୍‌ ଧକ୍କାରେ ନାବଳିକା ମୃତ ଘଟଣା: ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେଲା CRUT appeared first on Dharitri Odia News.

ମୋ ବସ୍‌ ଧକ୍କାରେ ନାବଳିକା ମୃତ ଘଟଣା: ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେଲା CRUT

ଭୁବନେଶ୍ୱର, ୪।୨: ନନ୍ଦନକାନନ ଥାନା ରଘୁନାଥପୁରରେ ମୋ ବସ୍‌ ଧକ୍କାରେ ମୃତ ନାବଳିକାଙ୍କ ପରିବାକୁ CRUT ପକ୍ଷରୁ ୨ ଲକ୍ଷ କ୍ଷତିପୂରଣ ଦିଆଯାଇଛି। କ୍ଷତିପୂରଣ ପରେ ରାସ୍ତାରୋକ ହଟିଥିବା ସୂଚନା ମିଳିଛି। ଡ୍ରାଇଭରର ଭୁଲ ପାଇଁ ଦୁର୍ଘଟଣା ଘଟିଥିବା ନେଇ କର୍ତ୍ତୃପକ୍ଷ ସ୍ବୀକାର କରିଛନ୍ତି।

ନାବାଳିକା ଜଣଙ୍କ ଫୁଲ ତୋଳି ସାଇକେଲ ଯୋଗେ ଯିବା ପାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ବେଳେ ଭୁବନେଶ୍ୱରରୁ ନନ୍ଦନକାନନ ଅଭିମୁଖେ ଆସୁଥିବା ମୋ ବସ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ନାବାଳିକାଙ୍କ ମୃତ୍ୟୁ ଘଟିଥିଲା। ଯାହା ପରେ ରଘୁନାଥପୁର ଗ୍ରାମବାସୀ ରାସ୍ତାରେ ଟାୟାର ଜାଳି ଓ ବାଉଁଶ ପକାଇ ରାସ୍ତା ଅବରୋଧ କରିଥିଲେ।

The post ମୋ ବସ୍‌ ଧକ୍କାରେ ନାବଳିକା ମୃତ ଘଟଣା: ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେଲା CRUT appeared first on Dharitri Odia News.