‘ମୋତେ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ…’ଭାଜପାକୁ କଡ଼ା ଟାର୍ଗେଟ କଲେ ନବୀନ, ଶୁଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୬।୧୨: କଟକ, ୨୬।୧୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ […] The post ‘ମୋତେ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ…’ଭାଜପାକୁ କଡ଼ା ଟାର୍ଗେଟ କଲେ ନବୀନ, ଶୁଣନ୍ତୁ କ’ଣ କହିଲେ… appeared first on Dharitri Odia News.

‘ମୋତେ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ…’ଭାଜପାକୁ କଡ଼ା ଟାର୍ଗେଟ କଲେ ନବୀନ, ଶୁଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୬।୧୨: କଟକ, ୨୬।୧୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ପ୍ରତିଷ୍ଠା ଦିବସରେ ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଛନ୍ତି। ନବୀନ କହିଛନ୍ତି, ଆଜିର ଦିନରେ ବିଜୁ ଜନତା ଦଳ ଜନ୍ମ ନେଇଥିଲା। ବିଜୁ ବାବୁଙ୍କ ଆଦର୍ଶ ଓ ପ୍ରେରଣାକୁ ସାଥିରେ ନେଇ ବିଜୁ ପ୍ରେମୀମାନେ ବିଜୁ ଜନତା ଦଳ ଗଠନ କରିଥିଲେ। ସେତେବେଳେ ବହୁ ଲୋକ କହିଥିଲେ ଏଥର ବିଜେଡି ଆଗୁ ବଢିପାରିବ ନାହିଁ କି ସଫଳ ହେବ ନାହିଁ। ଆଉ ମୋତେ ମଧ୍ୟ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ ହେଲେ ପରିଶ୍ରମ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଯୋଗୁ ବିଜେଡି ୫ ଥର ନିର୍ବାଚନ ଜିତି ଆପଣମାନଙ୍କ ସେବା କରିବାକୁ ସୁଯୋଗ ପାଇଛି।

The post ‘ମୋତେ କହିଥିଲେ ମୁଁ ରାଜନୀତି କରିପାରିବି ନାହିଁ…’ଭାଜପାକୁ କଡ଼ା ଟାର୍ଗେଟ କଲେ ନବୀନ, ଶୁଣନ୍ତୁ କ’ଣ କହିଲେ… appeared first on Dharitri Odia News.