ମୋତେ ଭାଜପାରେ ସାମିଲ ହେବାକୁ ବାଧ୍ୟ କରାଯାଉଛି: କେଜ୍ରିଓ୍ବାଲ…
ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟୀ(ଏଏପି) ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଭାଜପାକୁ ନେଇ ବଡ଼ ଦାବି କରିଛନ୍ତି। ତାଙ୍କୁ ଭାଜପାରେ ସାମିଲ ହେବା ଲାଗି ବାଧ୍ୟ କରାଯାଉଛି। ହେଲେ ସେ ନଇଁବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ଏଏପି ବିଧାୟକଙ୍କୁ ଭାଜପା ଘୋଡା ବେପାର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ ହୋଇଥିଲା। ଏବେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କରୁଥିବା ବେଳେ କେଜ୍ରିଓ୍ବାଲଙ୍କ ବୟାନ ଚର୍ଚ୍ଚାର ବିଷୟ ପାଲଟିଛି। ଭାଜପା ଆମ ବିରୋଧରେ ଷଡଯନ୍ତ୍ର […] The post ମୋତେ ଭାଜପାରେ ସାମିଲ ହେବାକୁ ବାଧ୍ୟ କରାଯାଉଛି: କେଜ୍ରିଓ୍ବାଲ… appeared first on Dharitri Odia News.
ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟୀ(ଏଏପି) ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଭାଜପାକୁ ନେଇ ବଡ଼ ଦାବି କରିଛନ୍ତି। ତାଙ୍କୁ ଭାଜପାରେ ସାମିଲ ହେବା ଲାଗି ବାଧ୍ୟ କରାଯାଉଛି। ହେଲେ ସେ ନଇଁବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତେବେ ଏଏପି ବିଧାୟକଙ୍କୁ ଭାଜପା ଘୋଡା ବେପାର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ ହୋଇଥିଲା। ଏବେ କ୍ରାଇମବ୍ରାଞ୍ଚ ଏହାର ତଦନ୍ତ କରୁଥିବା ବେଳେ କେଜ୍ରିଓ୍ବାଲଙ୍କ ବୟାନ ଚର୍ଚ୍ଚାର ବିଷୟ ପାଲଟିଛି।
ଭାଜପା ଆମ ବିରୋଧରେ ଷଡଯନ୍ତ୍ର ରଚୁଛି, ହେଲେ ମୁଁ ଦୃଢ଼ ଅଛି। ନଇଁବି ନାହିଁ। ସେମାନେ ମୋତେ ଭାଜପାରେ ସାମିଲ ହେବାକୁ କହୁଛନ୍ତି, ହେଲେ କେବେ ବି ସେଠାକୁ ଯିବି ନାହିଁ ବୋଲି ଏକ ସ୍କୁଲର ଶିଳାନ୍ୟାସ କରିବା ଅବସରରେ କେଜରିଓ୍ବାଲ କହିଛନ୍ତି।
The post ମୋତେ ଭାଜପାରେ ସାମିଲ ହେବାକୁ ବାଧ୍ୟ କରାଯାଉଛି: କେଜ୍ରିଓ୍ବାଲ… appeared first on Dharitri Odia News.