ମୋଦି, ଶାହାଙ୍କୁ ଦେଶ ପ୍ରତ୍ୟାଖ୍ୟାନ କରିଛି: ରାହୁଲ

ନୂଆଦିଲ୍ଲୀ,୪।୬: ଦେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ପ୍ରତ୍ୟାଖ୍ୟାନ କରିଥିବା ନିର୍ବାଚନ ଫଳାଫଳରୁ ସ୍ପ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଏଥରର ଲଢ଼େଇ ସମ୍ବିଧାନର ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଥିଲା। ସମ୍ବିଧାନର ସୁରକ୍ଷା ଲାଗି ଦେଶବାସୀ ଏକାଠି ଲଢ଼ଥିବାରୁ ରାହୁଲ ହୃଦୟରୁ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦେଶବାସୀଙ୍କ ପାଇଁ ସେ ଅତ୍ୟନ୍ତ ଗର୍ବିତ ବୋଲି କହିଛନ୍ତି। The post ମୋଦି, ଶାହାଙ୍କୁ ଦେଶ ପ୍ରତ୍ୟାଖ୍ୟାନ କରିଛି: ରାହୁଲ appeared first on Dharitri Odia News.

ମୋଦି, ଶାହାଙ୍କୁ ଦେଶ ପ୍ରତ୍ୟାଖ୍ୟାନ କରିଛି: ରାହୁଲ

ନୂଆଦିଲ୍ଲୀ,୪।୬: ଦେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ପ୍ରତ୍ୟାଖ୍ୟାନ କରିଥିବା ନିର୍ବାଚନ ଫଳାଫଳରୁ ସ୍ପ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଏଥରର ଲଢ଼େଇ ସମ୍ବିଧାନର ସୁରକ୍ଷା ପାଇଁ ଉଦ୍ଦିଷ୍ଟ ଥିଲା। ସମ୍ବିଧାନର ସୁରକ୍ଷା ଲାଗି ଦେଶବାସୀ ଏକାଠି ଲଢ଼ଥିବାରୁ ରାହୁଲ ହୃଦୟରୁ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦେଶବାସୀଙ୍କ ପାଇଁ ସେ ଅତ୍ୟନ୍ତ ଗର୍ବିତ ବୋଲି କହିଛନ୍ତି।

The post ମୋଦି, ଶାହାଙ୍କୁ ଦେଶ ପ୍ରତ୍ୟାଖ୍ୟାନ କରିଛି: ରାହୁଲ appeared first on Dharitri Odia News.