ମୋଦି ସରକାର ୩.୦ ପାଇଁ ନୀତୀଶ, ଚନ୍ଦ୍ରବାବୁ ଦେଲେ ସମର୍ଥନ ପତ୍ର
ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନ୍ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ ମୋଦି ସରକାର ୩.୦ ପାଇଁ ଆଲୋଚନା ହୋଇଥିଲା। ଏପରିକି ବୈଠକରେ ଏନ୍ଡିଏ ସରକାର ଗଠନ ନୀତୀଶ କୁମାର ଏବଂ ଚନ୍ଦ୍ରବାବୁ ନାଇଡୁ ଭାଜପାକୁ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି। ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ […] The post ମୋଦି ସରକାର ୩.୦ ପାଇଁ ନୀତୀଶ, ଚନ୍ଦ୍ରବାବୁ ଦେଲେ ସମର୍ଥନ ପତ୍ର appeared first on Dharitri Odia News.
ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନ୍ଡିଏ ମେଣ୍ଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଥିଲା। ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥତି ରହିଥିଲେ। ବୈଠକରେ ମୋଦି ସରକାର ୩.୦ ପାଇଁ ଆଲୋଚନା ହୋଇଥିଲା।
ଏପରିକି ବୈଠକରେ ଏନ୍ଡିଏ ସରକାର ଗଠନ ନୀତୀଶ କୁମାର ଏବଂ ଚନ୍ଦ୍ରବାବୁ ନାଇଡୁ ଭାଜପାକୁ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି। ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ, ଚିରାଗ ପାଶଓ୍ବାନଙ୍କ ସମେତ ଏନ୍ଡିଏର ସମସ୍ତ ସହଯୋଗୀ ଉପସ୍ଥିତ ରହିଥିଲେ।
The post ମୋଦି ସରକାର ୩.୦ ପାଇଁ ନୀତୀଶ, ଚନ୍ଦ୍ରବାବୁ ଦେଲେ ସମର୍ଥନ ପତ୍ର appeared first on Dharitri Odia News.