ମୋଦିଙ୍କ ରୋଡ ଶୋ’ରେ ବାଧକ ସାଜିବ କି ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୧୦।୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ । ଘଡଘଡି ସହ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ରହିଛି। The post ମୋଦିଙ୍କ ରୋଡ ଶୋ’ରେ ବାଧକ ସାଜିବ କି ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ appeared first on Dharitri Odia News.
ଭୁବନେଶ୍ୱର,୧୦।୫: ଆଗାମୀ ୩ଘଣ୍ଟା ପ୍ରବଳ ବର୍ଷା ହେବା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟର ୭ଜିଲାରେ ବର୍ଷା ନେଇ ଆକଳନ କରିଛି ବିଭାଗ । ଘଡଘଡି ସହ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଭୁବନେଶ୍ୱର, କଟକ ସମେତ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧାରେ ବର୍ଷା ସମ୍ଭାବନା ରହିଛି।
The post ମୋଦିଙ୍କ ରୋଡ ଶୋ’ରେ ବାଧକ ସାଜିବ କି ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ appeared first on Dharitri Odia News.