ମୋଦୀଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ,“ଦ ଅଫିସର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଅଫ୍ ଘାନା”ରେ ସମ୍ମାନିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାର ସର୍ବୋଚ୍ଚ ବୋସାମନରିକ ସମ୍ମାନ । “ଦ ଅଫିସର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଅଫ୍ ଘାନା” ରେ ସମ୍ମାନିତ ହେଲେ ମୋଦୀ । ପିଏମ ଦୋଦୀଙ୍କୁ ସମ୍ମାନିତ କଲେ ଘାନାର ରାଷ୍ଟ୍ରପତି ଜନ୍ ଦ୍ରାମାନି ମହାମା । “ଏହା ମୋ ପାଇଁ ଅତି ଗର୍ବର ବିଷୟ” କହିଲେ ମୋଦୀ । ଦୁଇ ଦେଶ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ 4ଟି ଚୁକ୍ତି ହେଲା ସ୍ବାକ୍ଷରିତ ।

ମୋଦୀଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ,“ଦ ଅଫିସର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଅଫ୍ ଘାନା”ରେ ସମ୍ମାନିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଘାନାର ସର୍ବୋଚ୍ଚ ବୋସାମନରିକ ସମ୍ମାନ । “ଦ ଅଫିସର ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର ଅଫ୍ ଘାନା” ରେ ସମ୍ମାନିତ ହେଲେ ମୋଦୀ ।

ପିଏମ ଦୋଦୀଙ୍କୁ ସମ୍ମାନିତ କଲେ ଘାନାର ରାଷ୍ଟ୍ରପତି ଜନ୍ ଦ୍ରାମାନି ମହାମା । “ଏହା ମୋ ପାଇଁ ଅତି ଗର୍ବର ବିଷୟ” କହିଲେ ମୋଦୀ । ଦୁଇ ଦେଶ ମଧ୍ୟରେ ବିଭିନ୍ନ କ୍ଷେତ୍ରରେ 4ଟି ଚୁକ୍ତି ହେଲା ସ୍ବାକ୍ଷରିତ ।