ମୋହନ ମାଝୀଙ୍କ ନିମନ୍ତ୍ରଣକୁ ସାଦରେ ଗ୍ରହଣ କଲେ ନବୀନ, ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ବର ୧୨।୬: ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଶପଥ ଗ୍ରହଣ ଉତ୍ସବ ପାଇଁ ମୋହନ ମାଝୀଙ୍କ ନିମନ୍ତ୍ରଣକୁ ସାଦରେ ଗ୍ରହଣ କଲେ । ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ସୂଚନା ଦେଇ ଲେଖିଛନ୍ତି, ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି। ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ।ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି। ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ। pic.twitter.com/e8zT2i6HqO— Naveen Patnaik (@Naveen_Odisha) June 12, 2024You Can Read :ଛୁଟି ନେଇପାରିବେ ସରକାରୀ କର୍ମଚାରୀ, ଆବଶ୍ୟକ ପଡ଼ିଲେ ତତ୍କାଳ ଯୋଗଦେବେ 

ମୋହନ ମାଝୀଙ୍କ ନିମନ୍ତ୍ରଣକୁ ସାଦରେ ଗ୍ରହଣ କଲେ ନବୀନ, ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ବର ୧୨।୬: ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଶପଥ ଗ୍ରହଣ ଉତ୍ସବ ପାଇଁ ମୋହନ ମାଝୀଙ୍କ ନିମନ୍ତ୍ରଣକୁ ସାଦରେ ଗ୍ରହଣ କଲେ । 

ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ Xରେ ସୂଚନା ଦେଇ ଲେଖିଛନ୍ତି, ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି। ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ।




You Can Read :

ଛୁଟି ନେଇପାରିବେ ସରକାରୀ କର୍ମଚାରୀ, ଆବଶ୍ୟକ ପଡ଼ିଲେ ତତ୍କାଳ ଯୋଗଦେବେ