ମୋହନ ସରକାରଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା

ଭୁବନେଶ୍ୱର,୨୩।୬: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଡିସି ପଟ୍ଟା ପାଇଥିବା ହୀରାକୁଦ ବିସ୍ଥାପିତ ବୁଡ଼ି ଅଞ୍ଚଳବାସୀଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଡିସେମ୍ବର ସୁଦ୍ଧା ସବୁ ସରକାରୀ ବିଭାଗକୁ ମିଳିବ ଜମି। ଏନେଇ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି। ସେ କହିଛନ୍ତି, ଦୁର୍ନୀତିକୁ ପ୍ରଶୟ ଦିଆଯିବନି, ଗରିବଙ୍କୁ ଶୋଷଣ କଲେ କଡ଼ା ଦଣ୍ଡବିଧାନ ହେବ। […] The post ମୋହନ ସରକାରଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା appeared first on Dharitri Odia News.

ମୋହନ ସରକାରଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା

ଭୁବନେଶ୍ୱର,୨୩।୬: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଡିସି ପଟ୍ଟା ପାଇଥିବା ହୀରାକୁଦ ବିସ୍ଥାପିତ ବୁଡ଼ି ଅଞ୍ଚଳବାସୀଙ୍କୁ ମିଳିବ ସ୍ଥାୟୀ ପଟ୍ଟା। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଡିସେମ୍ବର ସୁଦ୍ଧା ସବୁ ସରକାରୀ ବିଭାଗକୁ ମିଳିବ ଜମି। ଏନେଇ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସେ କହିଛନ୍ତି।

ସେ କହିଛନ୍ତି, ଦୁର୍ନୀତିକୁ ପ୍ରଶୟ ଦିଆଯିବନି, ଗରିବଙ୍କୁ ଶୋଷଣ କଲେ କଡ଼ା ଦଣ୍ଡବିଧାନ ହେବ। ଆଧୁନିକ ଜ୍ଞାନକୌଶଳରେ ପ୍ରାକୃତିକ ବିପର୍ଯ୍ୟୟ କ୍ଷୟକ୍ଷତିକୁ କମ କରାଯିବ। ଆବଶ୍ୟକ ସ୍ଥଳେ ଦେଶ, ବିଦେଶର ବିଶେଷଜ୍ଞଙ୍କ ସହାୟତା ନିଆଯିବ।

The post ମୋହନ ସରକାରଙ୍କ ବଡ଼ ଘୋଷଣା, ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ସ୍ଥାୟୀ ପଟ୍ଟା appeared first on Dharitri Odia News.