ମ୍ୟାଚ ପାଇଁ ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ମନା, ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର : ମ୍ୟାଚ ପାଇଁ ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ମନା । ଦର୍ଶକମାନେ ପାଣି ବୋତଲ ନେଇ ଷ୍ଟାଡିୟମକୁ ଯାଇପାରିବେ ନାହିଁ । ଷ୍ଟାଡିୟମକୁ ଫିଙ୍ଗିବା ଆଦି ସାମଗ୍ରୀ ଉପରେ କଟକଣା ରହିଛି । ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ । ଆଜି ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ ଭୁବନେଶ୍ୱରରେ ପହଞ୍ଚିବେ । ଏୟାରପୋର୍ଟଠୁ ହୋଟେଲ ଯାଏ ସୁରକ୍ଷା କଡ଼ାକଡ଼ି କରାଯାଇଛି ବୋଲି କହିଛନ୍ତି ପୋଲିସ କମିଶନର ଏସ […] The post ମ୍ୟାଚ ପାଇଁ ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ମନା, ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ appeared first on KNews Odisha.

ମ୍ୟାଚ ପାଇଁ ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ମନା, ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ
barabati

ଭୁବନେଶ୍ୱର : ମ୍ୟାଚ ପାଇଁ ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ମନା । ଦର୍ଶକମାନେ ପାଣି ବୋତଲ ନେଇ ଷ୍ଟାଡିୟମକୁ ଯାଇପାରିବେ ନାହିଁ । ଷ୍ଟାଡିୟମକୁ ଫିଙ୍ଗିବା ଆଦି ସାମଗ୍ରୀ ଉପରେ କଟକଣା ରହିଛି । ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ । ଆଜି ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ ଭୁବନେଶ୍ୱରରେ ପହଞ୍ଚିବେ । ଏୟାରପୋର୍ଟଠୁ ହୋଟେଲ ଯାଏ ସୁରକ୍ଷା କଡ଼ାକଡ଼ି କରାଯାଇଛି ବୋଲି କହିଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ । ଆସନ୍ତାକାଲି ଅଭ୍ୟାସ ପାଇଁ ଖେଳାଳି ଯିବା ବେଳେ ରାସ୍ତା ରେ ଯେଭଳି କୌଣସି ଟ୍ରାଫିକ ସମସ୍ୟା ନ ହେବ ସେଥିପାଇଁ ବ୍ୟବସ୍ଥା କରାଯାଇଛି । ଷ୍ଟାଡିଅମରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏୟାର ପୋର୍ଟ ଅଧିକାରୀ, ହୋଟେଲ କର୍ତ୍ତୃପକ୍ଷ ଓ ଅନ୍ୟ ଏଜେନ୍ସିଙ୍କ ସହ ସମନ୍ଵୟ ରହିଛି ।

The post ମ୍ୟାଚ ପାଇଁ ବାରବାଟୀ ଷ୍ଟାଡିୟମକୁ ପାଣି ବୋତଲ ମନା, ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ appeared first on KNews Odisha.