ମ୍ୟାନମାର୍ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା
ମ୍ୟାନମାର୍,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ ୩,୯୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଭୁଶୁଡ଼ି ପଡ଼ିଥିବା କୋଠାଗୁଡ଼ିକର ଭଗ୍ନାବଶେଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ଉଦ୍ଧାରକାରୀ ଦଳ। ମ୍ୟାନମାର ଦେଶରେ ହୋଇଥିବା ଭୟଙ୍କର ଭୂମିକମ୍ପ ପାଇଁ ଏକ ସପ୍ତାହ ପାଇଁ ଜାତୀୟ ଶୋକ ଘୋଷଣା କରିଛି। ଏପ୍ରିଲ ୬ ପର୍ଯ୍ୟନ୍ତ ଜାତୀୟ ପତାକା ଅର୍ଦ୍ଧନମିତ ରହିବ। […] The post ମ୍ୟାନମାର୍ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା appeared first on Dharitri Odia News.
ମ୍ୟାନମାର୍,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ ୩,୯୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଭୁଶୁଡ଼ି ପଡ଼ିଥିବା କୋଠାଗୁଡ଼ିକର ଭଗ୍ନାବଶେଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ଉଦ୍ଧାରକାରୀ ଦଳ।
ମ୍ୟାନମାର ଦେଶରେ ହୋଇଥିବା ଭୟଙ୍କର ଭୂମିକମ୍ପ ପାଇଁ ଏକ ସପ୍ତାହ ପାଇଁ ଜାତୀୟ ଶୋକ ଘୋଷଣା କରିଛି। ଏପ୍ରିଲ ୬ ପର୍ଯ୍ୟନ୍ତ ଜାତୀୟ ପତାକା ଅର୍ଦ୍ଧନମିତ ରହିବ।
ମାର୍ଚ୍ଚ ୨୮ରେ ହୋଇଥିବା ୭.୭ ତୀବ୍ରତାର ଭୟଙ୍କର ଭୂମିକମ୍ପ ହୋଇଥିଲା।ଭୂମିକମ୍ପ କେବଳ ମ୍ୟାନମାର ରେ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ପଡ଼ୋଶୀ ଥାଇଲାଣ୍ଡରେ ମଧ୍ୟ ବ୍ୟାପକ କ୍ଷତି କରିଥିଲା।
The post ମ୍ୟାନମାର୍ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା appeared first on Dharitri Odia News.