ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଘଟଣା: RWSS ଅଫିସର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା
ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍. ଉଦୟଗିରି RWSS କନିଷ୍ଠ ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଅଭିଯୋଗ ଘଟଣାରେ RWSS କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା l ପିଅନ ପାଣି ବୋତଲରେ ପରିସ୍ରା ଦେଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ ଯନ୍ତ୍ରୀ ସଚିନ ଗୌଡ଼। ଅଟକ ପିଅନ ଶିବ ନାରାୟଣଙ୍କୁ ୪୧ ବଣ୍ଡ୍ରେ ଛାଡ଼ିଛି ପୋଲିସ। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆର୍. ଉଦୟଗିରି SDPO ସୁରେଶ କୁମାର ତ୍ରିପାଠୀ କହିଛନ୍ତି। The post ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଘଟଣା: RWSS ଅଫିସର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା appeared first on Dharitri Odia News.
ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଆର୍. ଉଦୟଗିରି RWSS କନିଷ୍ଠ ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଅଭିଯୋଗ ଘଟଣାରେ RWSS କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା l
ପିଅନ ପାଣି ବୋତଲରେ ପରିସ୍ରା ଦେଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ ଯନ୍ତ୍ରୀ ସଚିନ ଗୌଡ଼। ଅଟକ ପିଅନ ଶିବ ନାରାୟଣଙ୍କୁ ୪୧ ବଣ୍ଡ୍ରେ ଛାଡ଼ିଛି ପୋଲିସ। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆର୍. ଉଦୟଗିରି SDPO ସୁରେଶ କୁମାର ତ୍ରିପାଠୀ କହିଛନ୍ତି।
The post ଯନ୍ତ୍ରୀଙ୍କୁ ପିଅନ ପରିସ୍ରା ପିଆଇବା ଘଟଣା: RWSS ଅଫିସର ସମସ୍ତ କର୍ମଚାରୀଙ୍କ ପରୀକ୍ଷା ହେବ ପରିସ୍ରା ନମୁନା appeared first on Dharitri Odia News.